www.samajalive.in
Wednesday, December 10, 2025
16.1 C
Bhubaneswar

ପାକିସ୍ତାନରେ ହ୍ୟାଣ୍ଡ ଗ୍ରେନେଡ଼ ବିସ୍ଫୋରଣ, ୯ ଆହତ

ଡେସ୍କ: ପାକିସ୍ତାନର ଦକ୍ଷିଣ ସିନ୍ଧ ପ୍ରଦେଶର ଏକ ପୋଲିସ ଷ୍ଟେସନରେ ଆଜି ହୋଇଥିବା ହ୍ୟାଣ୍ଡ ଗ୍ରେନେଡ ବିସ୍ଫୋରଣରେ ୯ ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଥାନାର ଏକ ଷ୍ଟୋରରୁମରେ ଅଧିକ ତାପମାତ୍ରା ଯୋଗୁ ଏକ ହ୍ୟାଣ୍ଡ ଗ୍ରେନେଡ୍ ଆପେ ବିସ୍ଫୋରଣ ହୋଇଥିଲା, ଯେଉଁଥିରେ ୭ ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ। ବିସ୍ଫୋରଣ ପରେ ଉଦ୍ଧାରକାରୀ ଦଳ ଓ ବୋମା ନିଷ୍କ୍ରିୟକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ବିସ୍ଫୋରଣର ପ୍ରକୃତ କାରଣ ଜାଣିବା ପାଇଁ ଘଟଣାର ତଦନ୍ତ ଜାରି ରହିଛି ବୋଲି ପୁଲିସ କହିଛି।

ବାଂଲାଦେଶରେ ସରକାରୀ ଚାକିରୀରେ ସଂରକ୍ଷଣ ନେଇ ଆନ୍ଦୋଳନ ଜାରି, ୬ ମୃତ

Hot this week

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

Related Articles

Popular Categories