www.samajalive.in
Thursday, December 11, 2025
23.1 C
Bhubaneswar

ରାଷ୍ଟ୍ରପତି ହେବାକୁ ପ୍ରସ୍ତୁତ ଅଛନ୍ତି ଆସିଫ୍ ଅଲ୍ଲୀ ଜରଦାରୀ

ଡେସ୍କ: ପାକିସ୍ତାନର ପରବର୍ତ୍ତୀ ରାଷ୍ଟ୍ରପତି ହେବାକୁ ଆସିଫ୍ ଅଲ୍ଲୀ ଜରଦାରୀ ପ୍ରସ୍ତୁତ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଶେହବାଜ ସରିଫ୍ କହିଛନ୍ତି। ଗତକାଲି ରାତିରେ ଇସଲାମାବାଦରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ସେ କହିଛନ୍ତି ଯେ ଆସନ୍ତାକାଲି ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଜରଦାରୀଙ୍କୁ ସମର୍ଥନ କରିବାକୁ ଶାସକ ମେଣ୍ଟର ସମସ୍ତ ସହଯୋଗୀ ରାଜି ହୋଇଛନ୍ତି। ଜରଦାରୀ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ସହ-ଅଧ୍ୟକ୍ଷ ଏବଂ ୨୦୦୮ରୁ ୨୦୧୩ ପର୍ଯ୍ୟନ୍ତ ପାକିସ୍ତାନର ୧୧ତମ ରାଷ୍ଟ୍ରପତି ଭାବରେ କାର୍ଯ୍ୟ କରିଥିଲେ।

ମହିଳା ଦିବସ – ୫୧.୬% ମହିଳା ଚାହାନ୍ତି ସମାନ ବେତନ, ୭୬.୬% ଘରେ ସମାନତା ଓ ସମ୍ମାନ

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories