www.samajalive.in
Sunday, December 14, 2025
23.1 C
Bhubaneswar

ଏସିଆ କପ୍‌: ଟସ୍‌ ଜିତି ପାକିସ୍ତାନର ବ୍ୟାଟିଂ ନିଷ୍ପତ୍ତି

ସମାଜ ଡିଜିଟାଲ ଡେସ୍କ: ଏସିଆ କପ୍‌ ଟି-୨୦ ଚମ୍ପିଆନଶିପ ଟୁର୍ଣ୍ଣାମେଣ୍ଟର ରବିବାର ହାଇଭୋଲଟେଜ ଭାରତ-ପାକିସ୍ତାନ ମ୍ୟାଚ ଅନୁଷ୍ଠିତ ହେଉଛି। ଦୁବାଇରେ ହେବାକୁ ଥିବା ଏହି ମ୍ୟାଚରେ ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚକୁ ଭାରତରେ ଦେଶବ୍ୟାପୀ ବିରୋଧ କରାଯାଉଛି। ବିଶେଷକରି ଭାରତୀୟ ଦଳ ପାକିସ୍ତାନ ସହିତ ମ୍ୟାଚ ଖେଳୁଥିବାରୁ ଦେଶବାସୀଙ୍କ ମଧ୍ୟରେ ଆକ୍ରୋଶ ଦେଖିବାକୁ ମିଳିଛି। ପହଲଗାଓଁ ଆକ୍ରମଣ ପରେ ଦୁଇ ଦେଶ ମଧ୍ୟରେ ଏହା ପ୍ରଥମ ମ୍ୟାଚ। ତେଣୁ ଏହାକୁ ବିଭିନ୍ନ ମହଲରେ ବୟକଟ୍‌ କରାଯାଇଛି।

Hot this week

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

Related Articles

Popular Categories