www.samajalive.in
Sunday, December 7, 2025
14.1 C
Bhubaneswar

ପାକିସ୍ତାନର ବଡଧରଣର ଏୟାର ଷ୍ଟ୍ରାଇକ୍, ୧୫ ମୃତ

ନୂଆଦିଲ୍ଲୀ : ବଡ ଧରଣର ଏୟାର ଷ୍ଟ୍ରାଇକ୍। ଆଫଗାନିସ୍ତାନର ବରମଲରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍ , ୧୫ ମୃତ। ମଙ୍ଗଳବାର ରାତିରେ ପାକିସ୍ତାନ ଏହି ଆକ୍ରମଣ କରିଛି। ଏଥିରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ କିଛି ମହିଳା ଏବଂ ଶିଶୁ ରହିଥିବା ଜଣାପଡିଛି। ଆଫଗାନିସ୍ତାନରେ ଲୁଚି ରହିଥିବା ପାକିସ୍ତାନୀ ତହରିକ୍ ଏ ତାଲିବାନର ଆତଙ୍କବାଦୀଙ୍କୁ ଟାର୍ଗେଟ୍ କରିବା ଲାଗି ପାକିସ୍ତାନ ଏହି ଏୟାର ଷ୍ଟ୍ରାଇକ୍ କରିଛି। ତାଲିବାନ୍ ଆତଙ୍କୀଙ୍କ ତାଲିମ୍ କେନ୍ଦ୍ରକୁ ଧ୍ବଂସ କରାଯିବା ସହ କିଛି ବିଦ୍ରୋହୀ ମଧ୍ୟ ପ୍ରାଣ ହରାଇଛନ୍ତି। ସେପଟେ କାବୁଲରେ ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ପାକିସ୍ତାନର ଏୟାର ଷ୍ଟ୍ରାଇକକୁ ନିନ୍ଦା କରିଛି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories