ଇସଲାମାବାଦ : ପାକିସ୍ତାନରେ ଶନିବାର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୭ ରେକର୍ଡ କରାଯାଇଛି। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ୧୨ଟା୫୭ରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂକମ୍ପର ଗଭୀରତା ୧୯୦ କିଲୋମିଟର ଗଭୀର ବୋଲି ଜଣାପଡିଛି। ଭୂକମ୍ପରେ କୌଣସି ଧନଜୀବନ ହାନୀ ହୋଇ ନାହିଁ ବୋଲି ଖବର ମିଳିଛି।
Popular Categories



