www.samajalive.in
Saturday, December 6, 2025
15.1 C
Bhubaneswar

ଛେଳି ଚରାଇବାକୁ ଯାଇଥିବା ଯୁବତୀକୁ ଦୁଷ୍କର୍ମ ଅଭିଯୋଗ, ଯୁବକ ଗିରଫ

ପାଟଣା: ପାଟଣା ଥାନା ଅନ୍ତର୍ଗତ ଡାଳପକା ଗ୍ରାମରେ ଗତ ୧୩ତାରିଖରେ ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବା ଜଣେ ୨୨ବର୍ଷୀୟା ଯୁବତୀଙ୍କୁ ଏକୁଟିଆ ପାଇ ଦୁଷ୍କର୍ମ ଉଦ୍ୟମ ହୋଇଥିଲା। ପୀଡ଼ିତା ଯୁବତୀ ଜଣକ ଏ ସଂକ୍ରାନ୍ତରେ ପରିବାର ଲୋକଙ୍କୁ କହିଥିଲେ। ତାଙ୍କୁ ସେହି ଗ୍ରାମର ଦୋଳଗୋବିନ୍ଦ ମୁଣ୍ଡା(୨୬) ଏପରି ଉଦ୍ୟମ କରିଥିବା ନେଇ ସେ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ଥାନା କେଶ ନଂ ୫୦/୨୦୨୨ ଅନୁଯାୟୀ ପୁଲିସ ଆଜି ଅଭିଯୁକ୍ତ ଦୋଳଗୋବିନ୍ଦ ମୁଣ୍ଡାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories