www.samajalive.in
Monday, December 8, 2025
16.1 C
Bhubaneswar

ରାଜ୍ୟରେ ଖୁବ ଶୀଘ୍ର ହେବ ପଞ୍ଚାୟତ ନିର୍ବାଚନ, ପୌର ନିର୍ବାଚନ ପାଇଁ ବି ସରକାର ଚଳାଇଛନ୍ତି ପ୍ରସ୍ତୁତି

ଭୁବନେଶ୍ବର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ଖୁବ ଶୀଘ୍ର ନିର୍ବାଚନ ଆୟୋଗଙ୍କୁ ସରକାରଙ୍କ ପକ୍ଷରୁ ଅବଗତ କରାଯିବ। ସେହିପରି ପୌର ନିର୍ବାଚନ ପାଇଁ ମଧ୍ୟ ସରକାର ପ୍ରସ୍ତୁତ ହେଉଛନ୍ତି। ତେଣୁ ରାଜ୍ୟରେ ଠିକ ସମୟରେ ପଞ୍ଚାୟତ ନିର୍ବାଚନ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ପ୍ରକାଶ କରିଛନ୍ତି।

 

- Advertisement -

ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନ ନେଇ ଅଣ୍ଟା ଭିଡିଛନ୍ତି। ତେଣୁ ଖୁବ୍ ଶୀଘ୍ର ହେବ ପଞ୍ଚାୟତ ନିର୍ବାଚନ । ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ରାଜନୀତି ତେଜୁଥିବା ବେଳେ ଆଜି ଏଥିନେଇ ପ୍ରତିକ୍ରିୟା ରଖି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ ପଞ୍ଚାୟତ ନିର୍ବାଚନ ନେଇ ସମସ୍ତ ପ୍ରସ୍ତୁତି ସରିଛି। ଖୁବ୍ ଶୀଘ୍ର ନିର୍ବାଚନ କମିଶନଙ୍କୁ ରିପୋର୍ଟ ପ୍ରଦାନ କରିବାକୁ ଯାଉଛି । ଠିକ୍ ସମୟରେ ନିର୍ବାଚନ ହେବ। ପୌର ନିର୍ବାଚନ ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ଯେଉଁ ସବୁ ସମସ୍ୟା ରହିଥିଲା ସେସବୁକୁ ଦୂର କରି କିପରି ପୌର ନିର୍ବାଚନ ହୋଇ ପାରିବ ସେନେଇ ପ୍ରସ୍ତୁତି ଚାଲିଛି ବୋଲି ଶ୍ରୀ ଜେନା ପ୍ରକାଶ କରିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories