www.samajalive.in
Monday, December 15, 2025
24.1 C
Bhubaneswar

ଧବଳେଶ୍ୱର ପୀଠରେ ଆଜିଠୁ ପଞ୍ଚୁକ ଆରମ୍ଭ

ସମାଜ ଡିଜିଟାଲ ଡେସ୍କ: ବାବା ଧବଳେଶ୍ୱରଙ୍କ ପୀଠରେ ଆଜିଠୁ ପଞ୍ଚୁକ ବ୍ରତ ଆରମ୍ଭ ହୋଇଛି । କଟକର ଅନ୍ୟତମ ଶୈବପୀଠ ବାବା ଧବଳେଶ୍ୱରଙ୍କ ଦର୍ଶନ ଲାଗି ସକାଳୁ ସକାଳୁ ପ୍ରବଳ ଭିଡ଼ ଜମିଛି । ପଞ୍ଚୁକ ଓ ବଡଓଷା ପାଇଁ ତିନୋଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ଓ ୧୪ଟି ସ୍ଥାନରେ ଟ୍ରାଫିକ୍‌ ପୋଷ୍ଟ ହେବ । ଏହାସହିତ ୩୨ଟି ସ୍ଥାନରେ ସିସିଟିଭି ଲଗାଯିବ ବୋଲି ସୂଚନା ମିଳିଛି । ପୁରୀରେ ଆସନ୍ତା କାଲିଠାରୁ ପଞ୍ଚୁକ ପାଳନ କରାଯିବ । ଏଥର ପଞ୍ଚୁକ ୪ଦିନ ପଡୁଥିବାରୁ ପୁରୀରେ କାଲି ପାଳନ ନେଇ ସୂଚନା ମିଳିଛି ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories