ଆସାମ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କଠୁ ସଂସ୍କାର ଶିଖନ୍ତୁ: ପାଣ୍ଡିଆନ

ଭୁବନେଶ୍ବର : ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀର ନିମାପଡ଼ା, କାକଟପୁର, ନିଆଳି, ବାଲିକୁଦା-ଏରସମା, ପାରାଦ୍ବୀପ, ତିର୍ତ୍ତୋଲ ଓ ଜଗତସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ବିଜେଡି ପ୍ରାର୍ଥୀମାନଙ୍କୁ ବିପୁଳ ଭୋଟରେ ଜିତାଇ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି। ବିରୋଧୀ ଦଳ ଉପରେ ଆକ୍ରମଣ କରି ପାଣ୍ଡିଆନ କହିଲେ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନାହିଁ। … Continue reading ଆସାମ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କଠୁ ସଂସ୍କାର ଶିଖନ୍ତୁ: ପାଣ୍ଡିଆନ