www.samajalive.in
Sunday, December 14, 2025
26.1 C
Bhubaneswar

ଚମ୍ପୁଆରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର: କହିଲେ ବିରୋଧୀଙ୍କ ନିଦ ହଜିଯାଉଛି

କେନ୍ଦୁଝର: ଚମ୍ପୁଆ ନିର୍ବାଚନମଣ୍ଡଳୀରେ ପ୍ରଚାର କରିଛନ୍ତି ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌। ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଆଶୀର୍ବାଦ ଲୋଡିଛନ୍ତି। ପାଣ୍ଡିଆନ୍‌‌ କହିଛନ୍ତି ଯେ ମା ମାନେ ହେଲେ ବିଜେଡିର ଶକ୍ତି। ମିଶନ ଶକ୍ତି ମହିଳାଙ୍କ ଲାଗି ବିନା ସୁଧରେ ଋଣ ଦେଉଛନ୍ତି। ସେହିଭଳି ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ସର୍ବାଧିକ ହଷ୍ଟେଲ ନିର୍ମାଣ କରିବା ସହ ଆଦିବାସୀ ବିକାଶ ଲାଗି ବିଭିନ୍ନ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଦିବାସୀଙ୍କ ନାଁରେ ଥିବା ୫୦ହଜାର ମାମଲା ପ୍ରତ୍ୟାହୃତ କରିଛନ୍ତି। ରାଜ୍ୟରେ ନବୀନ ବାବୁଙ୍କ ଉନ୍ନତିମୂଳକ କାମ ଦେଖି ବିରୋଧୀଙ୍କ ନିଦ ଭାଙ୍ଗିଯାଇଛି ବୋଲି ପାଣ୍ଡିଆନ୍‌‌ କହିଛନ୍ତି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories