www.samajalive.in
Saturday, December 13, 2025
18.1 C
Bhubaneswar

ପାଣ୍ଡିଆନଙ୍କୁ ନୂଆ ଦାୟିତ୍ୱ , ୫ଟି ସଚିବ ନିଯୁକ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଆଇଏଏସ୍ ଅଧିକାରୀ ଭି. କାର୍ତ୍ତିକେୟନ ପାଣ୍ଡିଆନ୍ଙ୍କୁ ସୋମବାର ଏକ ନୂଆ ଦାୟିତ୍ୱ ଦିଆଯାଇଛି। ସେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ( ଟ୍ରାନ୍ସଫର୍ମେସନ୍ ଆଣ୍ଡ ଇନିସିଏଟିଭସ୍) ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।
ବର୍ତ୍ତମାନ ପାଣ୍ଡିଆନ ନବୀନଙ୍କ ବ୍ୟକ୍ତିଗତ ସଚିବ ରହିବା ସହ ଉଚ୍ଚ ଶିକ୍ଷା ପାଇଁ ନବୀନଙ୍କ ୫-ଟି ଆକ୍ସନ ପ୍ଲାନର ଦାୟିତ୍ୱ ସମ୍ଭାଳିବେ। ଟ୍ରାନ୍ସପେରେନ୍ସି , ଟିମ ୱାର୍କ, ଟେକ୍ନୋଲୋଜୀ, ଟାଇମ ଓ ଟ୍ରାନ୍ସଫରମେସନ ଏହି ୫ଟି ପ୍ଲାନର ମୂଖ୍ୟ ଲକ୍ଷ୍ୟ ରହିଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories