www.samajalive.in
Wednesday, December 10, 2025
26.1 C
Bhubaneswar

ଜିଲ୍ଲାପାଳ କ୍ଷମତା ବ୍ୟବହାର କରି ପଣ୍ଡିକୋଟ ପଂଚାୟତକୁ ୫ଦିନ ପାଇଁ ସମ୍ପୂର୍ଣ୍ଣ ସଟଡାଉନ କଲେ ସରପଞ୍ଚ

ନବରଙ୍ଗପୁର/ପାପଡାହାଣ୍ଡି: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଂଚାୟତ ସରପଞ୍ଚ ଜିଲ୍ଲାପାଳ କ୍ଷମତା ବ୍ୟବହାର କରି ପଂଚାୟତକୁ ୫ଦିନ ପାଇଁ ସମ୍ପୂର୍ଣ୍ଣ ସଟଡାଉନ ଘୋଷଣା କରିଛନ୍ତି।

ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଂଚାୟତରେ କିଛିଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସାଙ୍ଗକୁ ଆଜି ଚାନ୍ଦିଲି ଗ୍ରାମର ନୂଆଗୁଡା ଗ୍ରାମର ଜଣେ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ପରେ ସମ୍ପୂର୍ଣ୍ଣ ପଂଚାୟତକୁ ୫ ଦିନ ପାଇଁ ସଟଡାଉନ ଘୋଷଣା କରିଛନ୍ତି ପାଣ୍ଡିକୋଟ ସରପଞ୍ଚ ଡମାଇ ଭତରା । ଏହି ସଟଡାଉନ ସମୟରେ କେବଳ ଅତ୍ୟନ୍ତ ଜରୁରୀ ସେବା ବ୍ୟତୀତ ବଳକା ସମସ୍ତ ଦୋକାନ ବଜାର ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories