www.samajalive.in
Friday, December 12, 2025
14.1 C
Bhubaneswar

ବିଶିଷ୍ଟ କଥକ ନୃତ୍ୟଗୁରୁ ପଣ୍ଡିତ ବିରଜୁ ମହାରାଜଙ୍କର ପରଲୋକ

ନୂଆଦିଲ୍ଲୀ : ବିଶିଷ୍ଟ କଥକ ନୃତ୍ୟଗୁରୁ ପଣ୍ଡିତ ବିରଜୁ ମହାରାଜଙ୍କର ପରଲୋକ ହୋଇଛି । ଗତକଲି ବିଳମ୍ବିତ ରାତିରେ ତାଙ୍କର ହୃଦଘାତରେ ଦେହାନ୍ତ ହୋଇଥିବା ସୂଚନା ମିଳିଛି । ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି । ଏନେଇ ଟ୍ୱିଟ୍‍ ଜରିଆରେ ସୂଚନା ଦେଇଛନ୍ତି ତାଙ୍କ ନାତି ସ୍ଵରାନ୍ସ ମିଶ୍ର । ସୂଚନା ମୁତାବକ ଗତକାଲି ରାତିରେ ସେ ହଠାତ୍‍ ଅସୁସ୍ଥ ହୋଇପଡ଼ିଥିଲେ । ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀର ସାକେତ ହସ୍ପିଟାଲକୁ ନିଆଯାଇଥିଲା । ହେଲେ ସେଠାରେ ତାଙ୍କୁ ଡାକ୍ତର ମୃତଘୋଷଣା କରିଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories