ପିପିଲି : ଆଜି ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ପୁରୀ ଜିଲା ପିପିଲି ସ୍ଥିତ ଦାଣ୍ଡମୁକୁନ୍ଦପୁର ଠାରେ ଥିବା ଗୋପବନ୍ଧୁ ମେମୋରିଆଲ ହାଇସ୍କୁଲ ପରିସରରେ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ୩ଟି ଅନୁଷ୍ଠାନ ପକ୍ଷରୁ ମାଲ୍ୟାର୍ପଣ କରାଯାଇଛି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ଦ୍ୱାରା ୧୯୧୯ ମସିହାରେ ପିପିଲିର ଦାଣ୍ଡମୁକୁନ୍ଦପୁର ଠାରେ ଗୋପବନ୍ଧୁ ମେମୋରିଆଲ ହାଇସ୍କୁଲ ପ୍ରତିଷ୍ଠା କରାଯାଇଥିଲା।
Popular Categories



