www.samajalive.in
Saturday, December 6, 2025
19.1 C
Bhubaneswar

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ; ୩ ଗିରଫ

ଭୁବନେଶ୍ୱର : ରାଜଧାନୀର କଳିଙ୍ଗଷ୍ଟୁଡିଓ ଛକ ନିକଟରୁ ଏସଟିଏଫ ଟିମ ୩ ବଜ୍ରକାପ୍ତା ବେପାରୀଙ୍କୁ ଗିରଫ କରିଛି । ବଜ୍ରକାପ୍ତା ବିକ୍ରି ପାଇଁ ଡିଲ୍‌ ଚାଲିଥିବା ସମୟରେ ଏସଟିଏଫ ଟିମ ସେମାନଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରାଯାଇଛି । ଘଟଣାର ତଦନ୍ତ ଜାରି ରହିଛି ।

 

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories