www.samajalive.in
Wednesday, December 10, 2025
17.1 C
Bhubaneswar

ପନିର ସାଲାଡ

ଆବଶ୍ୟକ ସାମଗ୍ରୀ
ପନିର – ୨୫୦ ଗ୍ରାମ
କଟା ପିଆଜ – ୨ଟି
କଟା ଟମାଟୋ – ୨ଟି
କଟା ସିମଲା ଲଙ୍କା – ୧ଟି
କାକୁଡ଼ି – ୪ଟି
ଗୋଲମରିଚ ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ କାକୁଡ଼ିକୁ ଲମ୍ବା ଭାବେ କାଟନ୍ତୁ। ସିମଲା ଲଙ୍କାକୁ ଛୋଟ ଛୋଟ ଖଣ୍ଡ କରି କାଟି ଦିଅନ୍ତୁ। ଏହାପରେ ଏକ ଚାମଚ ଦ୍ୱାରା କାକୁଡ଼ିରେ ଥିବା ମଞ୍ଜିକୁ କାଢି ଦିଅନ୍ତୁ। ଏବେ ଏକ ପାତ୍ରରେ କୋରା ହୋଇଥିବା ପନିର, ଟମାଟୋ, ପିଆଜ, ଗୋଲମରିଚ ଗୁଣ୍ଡ ଓ ଲୁଣ ପକାଇ ଭଲ ଭାବେ ଗୋଳାଇ ପୁର ପ୍ରସ୍ତୁତ କରି ଦିଅନ୍ତୁ। ଏବେ କାକୁଡ଼ି ମଧ୍ୟରେ ଏହି ପୁରକୁ ଭରି ଦିଅନ୍ତୁ ଓ ଖାଆନ୍ତୁ। ପ୍ରସ୍ତୁତ ହୋଇଗଲା ପନିର ସାଲାଡ ।

ରାକ୍ଷୀ ପୂର୍ଣ୍ଣିମାରେ ଦୁର୍ଲ୍ଲଭ ସଂଯୋଗ; ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories