www.samajalive.in
Sunday, December 7, 2025
23.1 C
Bhubaneswar

ରାତିରେ ପନିର ସେବନ କରିବା ଉଚିତ୍‌‌ କି ଅନୁଚିତ୍‌‌..

ପନିର ପ୍ରୋଟିନ୍‌‌ର ଏକ ଉତ୍ତମ ସ୍ରୋତ। ମାତ୍ର ରାତି ସମୟରେ ପନିର ଖାଇବା ଉଚିତ କି ନୁହେଁ। ସ୍ୱାସ୍ଥ୍ୟ ଉପରେ ଏହାର କି ପ୍ରଭାବ ପଡିଥାଏ। ଜାଣନ୍ତୁ..
ରାତିରେ ପନିର ଖାଇବା ଦ୍ୱାରା ପାଚନ ଜନିତ ସମସ୍ୟା ସୃଷ୍ଟି ହୋଇଥାଏ।
ରାତିରେ ପନିର ଖାଇବା ଦ୍ୱାରା ପେଟ ଫୁଲିବା ଓ ପେଟ ବଢିବା ସମସ୍ୟା ମଧ୍ୟ ଦେଖାଦିଏ।
ରାତିରେ ଅଧିକ ପନିର ସେବନ କରିବା ଦ୍ୱାରା ଶରୀରରେ କୋଲେଷ୍ଟେରୋଲ୍‌‌ ସ୍ତର ବୃଦ୍ଧି ହୋଇଥାଏ। ଫଳରେ ହୃଦୟ ଜନିତ ସମସ୍ୟା ମଧ୍ୟ ଦେଖାଦିଏ।
ରାତିରେ ପନିର ଖାଇବା ଦ୍ୱାରା ଶରୀରରେ ଫ୍ୟାଟ୍‌‌ ବଢିଥାଏ। ଫଳରେ ମୋଟାପଣ ମଧ୍ୟ ବୃଦ୍ଧି ହୋଇଥାଏ।
ପନିର ଖାଇବା ଦ୍ୱାରା ରାତିରେ ପାଚନ ସମସ୍ୟା ସୃଷ୍ଟି ହୋଇ ନିଦରେ ମଧ୍ୟ ପ୍ରଭାବ ପକାଇଥାଏ। ଫଳରେ ରାତିରେ ସଠିକ ଭାବେ ନିଦ ହୋଇନଥାଏ।
ରାତିରେ ପନିର ଖାଇବା ଦ୍ୱାରା ଗ୍ୟାଷ୍ଟ୍ରିକ ସମସ୍ୟା ମଧ୍ୟ ସୃଷ୍ଟି ହୋଇଥାଏ।
ଅଧିକ ପନିର ସେବନ କରିବା ଦ୍ୱାରା ମାନ୍ଦା ଅନୁଭବ ହୋଇଥାଏ।

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories