ସମାଜ ଡିଜିଟାଲ ଡେସ୍କ: ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ନିଲମ୍ବିତ । ୧୮ମାସ ପାଇଁ ନିଲମ୍ବିତ କରିଛି ବିଶ୍ୱ ବ୍ୟାଡମିଣ୍ଟନ ଫେଡେରେସନ । ଆଣ୍ଟି ଡୋପିଂ ନିୟମ ଉଲ୍ଲଘଂନ ଅଭିଯୋଗରେ ପ୍ରମୋଦଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି । ଫଳରେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇପାରିବେନି ପ୍ରମୋଦ । ୨୦୨୦ ଟୋକିଓ ଅଲିମ୍ପିକ୍ସରେ ପ୍ରମୋଦ ସ୍ୱର୍ଣ୍ଣ ଜିତି ଦେଶ ପାଇଁ ଗୌରବ ଆଣିଥିଲେ ।
UPDATE: Indian #Parabadminton #Tokyo2020 gold medallist Pramod Bhagat suspended for 18 months for breaching BWF anti-doping regulations with three whereabouts failures within 12 months. #Paris2024 #Paralympicshttps://t.co/YLdD7BWI5N
— BWF (@bwfmedia) August 13, 2024



