www.samajalive.in
Sunday, December 7, 2025
26.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା ; ସ୍ତ୍ରୀ ମୃତ,ପୁଅ ଓ ସ୍ୱାମୀ ଗୁରୁତର

ପାରାଦୀପ : କଟକ -ପାରାଦୀପ ରାସ୍ତାର ପଙ୍କପାଳ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ସୋମବାର ଖବର ମିଳିଛି। ବାଇକକୁ ଏକ କାର୍‌‌ ଧକ୍କା ଦେବାରୁ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଗୁରୁତର ହୋଇଛନ୍ତି। ସେମାନେ ସମ୍ପର୍କରେ ସ୍ୱାମୀ,ସ୍ତ୍ରୀ ଓ ପୁଅ ବୋଲି ଜଣାପଡିଥିବା ବେଳେ ସେମାନଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଦୁର୍ଘଟଣା ପରେ ସଭିଁଙ୍କୁ ମେଡିକାଲ ନେବା ବାଟରେ ମହିଳାଙ୍କ ମୃତ୍ୟୁ ଘଟିଛି। ସ୍ୱାମୀ ଓ ପୁଅଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories