ପାରାଦୀପ: କୁଜଙ୍ଗ ଥାନା ବରିହା ଗାଁରେ ୮ ବଖରା ଘର ପୋଡ଼ି ନଷ୍ଟ ହୋଇଥିବା ସୂଚନା ମିଳିଛି। ବିଦ୍ୟୁତ ସର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାରେ ସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଥିବାବେଳେ ଏଥିରେ ଜଣେ ଆହତ ହୋଇଥିବା ସୂଚନା ମିଳିଛି।
Popular Categories



