ଭୁବନେଶ୍ବର: ନୌବାଣିଜ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ପାରାଦୀପ ବନ୍ଦର ଦେଶର ଶ୍ରେଷ୍ଠ ବନ୍ଦର ମାନ୍ୟତା ପାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ଦର କର୍ତ୍ତୃପକ୍ଷଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରଚେଷ୍ଟାରେ ପ୍ରତିଷ୍ଠା ହୋଇଥିବା ଏହି ବନ୍ଦର, ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ପରମ୍ପରାକୁ ସମୃଦ୍ଧ କରୁଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି।
ନୌବାଣିଜ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ପାରାଦୀପ ବନ୍ଦର ଦେଶର ଶ୍ରେଷ୍ଠ ବନ୍ଦର ମାନ୍ୟତା, ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
Popular Categories



