www.samajalive.in
Monday, December 15, 2025
24.1 C
Bhubaneswar

ଆମୋନିଆ ଗ୍ୟାସ୍‍ ଲିକ୍‍, ୪ ଅସୁସ୍ଥ

ସମାଜ ଡିଜିଟାଲ ଡେସ୍କ: ଜଗତସିଂହପୁର ଜିଲା ପାରାଦ୍ୱୀପ ଲକ୍‍ ଥାନା ପାରଦ୍ୱୀପଗଡ ପ୍ଲାଣ୍ଟରେ ଅଘଟଣ । ଆଇସ୍‍ ପ୍ଲାଣ୍ଟରେ ଆମୋନିଆ ଗ୍ୟାସ୍‍ ଲିକ୍‍ ହୋଇଥିବା ସୂଚନା ମିଳିଛି । ଗ୍ୟାସ୍‍ ଲିକ୍‍ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇନଥିବା ବେଳେ ୪ଜଣ ଶ୍ରମିକ ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ଖବର ପାଇ ପାରାଦ୍ୱୀପ ଲକ୍‍ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଥିବା ବେଳେ ଦମକଳ ବାହିନୀ ପହଞ୍ଚି ପାଣି ସିଞ୍ଚନ କରୁଛନ୍ତି । ଲିକେଜ୍‍ ପରେ ଆମୋନିଆ ଗ୍ୟାସ୍‍ ବ୍ୟାପିଥିବାରୁ ସ୍ଥାନୀୟ ଲୋକମାନେ ଭୟଭୀତ ହୋଇଛନ୍ତି ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories