www.samajalive.in
Monday, December 8, 2025
14.1 C
Bhubaneswar

ପାରାଦୀପ ମହାନଦୀ ମୁହାଣରେ ଫସିଲେ ୧୪ ମତ୍ସ୍ୟଜୀବୀ

ପାରାଦୀପ: ପାରାଦୀପ ମହାନଦୀ ମୁହାଣରେ ଫସିଲେ ୧୪ ମତ୍ସ୍ୟଜୀବୀ। ମତ୍ସ୍ୟଜୀବୀମାନେ ଏକ ଅଚଳ ଡଙ୍ଗାକୁ ଉଦ୍ଧାର କରିବାକୁ ଯାଇ ଆଉ ଏକ ଟଙ୍କା ଫସିଯାଇଛି। ଅଚଳ ଡଙ୍ଗାକୁ ଟାଣି ଟାଣି ଆଣୁଥିବାବେଳେ ଦଉଡି ଛିଣ୍ଡିଯାଇଛି। ଅନ୍ୟ ଡଙ୍ଗା ସାହାର୍ଯ୍ୟରେ ଫସିଥିବା ଡଙ୍ଗାକୁ ଉଦ୍ଧାର ପାଇଁ କୋଷ୍ଟଗାର୍ଡଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ପାଗ ଖରାପ ରହିଛି, ମୁହାଣ ମଧ୍ୟ ଅଶାନ୍ତ ରହିଛି। ଫଳରେ ୧୪ ଜଣ ମତ୍ସ୍ୟଜୀବୀମାନେ ଫସି ରହିଛନ୍ତି। ଦୁଇଟି ଡଙ୍ଗାର ଇଞ୍ଜିନ୍ ଅଚଳ ହୋଇଯାଇଥିବାରୁ ଅସହାୟ ଅବସ୍ଥାରେ ଦୁଇଟି ଡଙ୍ଗା ଭାସୁଥିବା ଦେଖିବାକୁ ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories