www.samajalive.in
Tuesday, November 18, 2025
27.1 C
Bhubaneswar

ଜରାଶ୍ରମ ସଭାପତିଙ୍କୁ କଟୁରୀରେ ହାଣି ହତ୍ୟା

ପାରାଦୀପ: ରତ୍ନମାଳି ଜେମା ଜରାଶ୍ରମ ସଭାପତିଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଜରାଶ୍ରମ ସଭାପତି ସନ୍ତୋଷ ବେହେରାଙ୍କୁ କଟୁରୀରେ ହାଣି ହତ୍ୟା କରାଯାଇଛି ଏବଂ ଜରାଶ୍ରମର ଜଣେ କର୍ମଚାରୀ ଏହି ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ କୀଟନାଶକ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଅଭିଯୁକ୍ତକୁ ଗୁରୁତର ଅବସ୍ଥାରେ ଅଠରବାଙ୍କୀ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି ପାରାଦୀପ ଲକ ଥାନା ପୁଲିସ।

Hot this week

ବିମାନ ୩ ଘଣ୍ଟା ବିଳମ୍ବ, ପୁଣେ ବିମାନବନ୍ଦରରେ ତିକ୍ତତା

ପୁଣେ, ୧୮ା୧୧: ପୁଣେ ବିମାନବନ୍ଦରରେ ମଙ୍ଗଳବାର ଇଣ୍ଡିଗୋର ପୁଣେ-ଦିଲ୍ଲୀ ବିମାନ(୬ଇ ୬୭୬୩)...

ମୃତଦେହ ଝୁଣି ଖାଉଛି କୁକୁର

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ମଣିଷ ଶରୀରକୁ ଝୁଣି ଖାଉଛି କୁକୁର। ବିଲ...

ଗୁରୁବାର ଶପଥ ନେବେ ନୀତିଶ

ସମାଜ ଲାଇଭ ଡ଼େସ୍କ : ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ...

୫୦ କୋଟିରେ ତିଆରି ହେଲା ମୁଖ୍ୟାଳୟ, ବୈଠକ ଗୃହ କରିବାକୁ ଭୁଲିଗଲେ

ସମାଜଲାଇଭ ଡେସ୍କ: ୫୦ କୋଟି ଖର୍ଚ୍ଚ କରି ମୁଖ୍ୟାଳୟ ତିଆରି କଲେ।...

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ହଟାଇବା ଲାଗି ଚାଲିଛି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ଭଦ୍ରକ : ବାଂଲାଦେଶୀ ସନ୍ଦେହରେ ଭଦ୍ରକରେ ୧୭ ଜଣଙ୍କୁ ଅଟକ ରଖାଯାଇଛି।...

Related Articles

Popular Categories