www.samajalive.in
Monday, December 8, 2025
13.1 C
Bhubaneswar

ବୀଭତ୍ସ ହତ୍ୟାକାଣ୍ଡ ; ସ୍ତ୍ରୀକୁ ହାଣିଲା ସ୍ୱାମୀ, ଘର ଦାଣ୍ଡରେ ପଡିଛି କଟାମୁଣ୍ଡ

ପାରଳାଖେମୁଣ୍ଡି : ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା କଲା ସ୍ୱାମୀ। କାଶୀନଗର ଥାନା ସାରା ଗାଁରେ ଗୁରୁବାର ଘଟିଛି ଯାଇଛି ଏହି ବୀଭତ୍ସ ହତ୍ୟାକାଣ୍ଡ। ଚାଷ ଜମିକୁ ନେଇ ଦୁଇ ଜଣଙ୍କ ମଧ୍ୟରେ ବଚସା ପରେ ସ୍ତ୍ରୀକୁ ହତ୍ୟା କରିଛି ସ୍ୱାମୀ। ଜମିରେ ମୁଣ୍ଡ ବିହୀନ ଶରୀର ପଡିଥିବା ବେଳେ ଘର ଦାଣ୍ଡରେ କଟାମୁଣ୍ଡ ପଡିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

Related Articles

Popular Categories