www.samajalive.in
Sunday, December 7, 2025
26.1 C
Bhubaneswar

ସୁପ୍ରିମକୋର୍ଟରେ ପରୀ ହତ୍ୟା ମାମଲା

ନୂଆଦିଲ୍ଲୀ : ନୟାଗଡ ଯଦୁପୁରର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲା ଏବେ ସୁପ୍ରିମ କୋର୍ଟରେ ପହଞ୍ଚିଛି। ପରୀର ମାଆ ସୌଦାମିନୀ ସୁପ୍ରିମକୋର୍ଟ​ର ଦ୍ବାରସ୍ଥ ହୋଇଛନ୍ତି। ପରୀ ହତ୍ୟା ଘଟଣାର ତଦନ୍ତ ଦାବି ଏବଂ ଉଚିତ ନ୍ୟାୟ ଦାବିରେ ସେ ସୁପ୍ରିମକୋର୍ଟରେ ମାମଲା ଦରଜ କରିଛନ୍ତି।

ରାଜ୍ୟ ସରକାର ଏସଆଇଟି ଗଠନ କରି ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା ବେଳେ ପରୀର ପରିବାର ପକ୍ଷରୁ ଉପଯୁକ୍ତ ନ୍ୟାୟ  ପାଇଁ  ସୁପ୍ରିମ କୋର୍ଟରେ ମାମଲା ଦାଖଲ କରାଯାଇଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories