www.samajalive.in
Sunday, December 7, 2025
23.1 C
Bhubaneswar

ଧୋନୀଙ୍କ ମାତା-ପିତା କରୋନାରେ ସଂକ୍ରମିତ

ରାଞ୍ଚି: କ୍ରିକେଟର ମହେନ୍ଦ୍ର ସିଂହ ଧୋନୀଙ୍କ ଘରେ ପହଞ୍ଚିଛି ମହାମାରୀ କରୋନା ଭୂତାଣୁ। ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ଧୋନୀଙ୍କ ମାତା-ପିତା ଏହି ଭୂତାଣୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଉଭୟଙ୍କ ପରୀକ୍ଷା ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ ରାଞ୍ଚିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଧୋନୀଙ୍କ ମାତା ଦେବିକା ଦେବୀ ଏବଂ ପିତା ପାନ୍‌ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ଠିକ୍‌ ଥିବା ଡାକ୍ତର କହିଛନ୍ତି। ଉଭୟଙ୍କ ଶରୀରରେ ଅକ୍ସିଜେନ ସ୍ତର ବି ସାଧାରଣ ଅବସ୍ଥାରେ ରହିଛି। ତେବେ ସଂକ୍ରମଣ ଫୁସଫୁସ ପର୍ଯ୍ୟନ୍ତ ପହଞ୍ଚି ନ ଥିବା ଡାକ୍ତରମାନେ ସ୍ପଷ୍ଟ କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories