www.samajalive.in
Monday, December 15, 2025
24.1 C
Bhubaneswar

ରାଘବ-ପରିଣୀତି ନିର୍ବନ୍ଧ ଶେଷ

ନୂଆଦିଲ୍ଲୀ : ଆମ୍‌ ଆଦ୍‌ମୀ ପାର୍ଟି ସାଂସଦ ରାଘବ ଚଢ଼ା ଓ ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କର ବହୁଚର୍ଚ୍ଚିତ ନିର୍ବନ୍ଧ ଶନିବାର ରାଜଧାନୀର କପୁରତାଲା ହାଉସ୍‌ଠାରେ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ପରିଣୀତିଙ୍କ ଭଉଣୀ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା, ଦିଲ୍ଲୀ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ, ଭଗୱନ୍ତ ମାନ୍‌, ଶିବସେନା ନେତା ଆଦିତ୍ୟ ଠାକ୍‌ରେଙ୍କ ସହ ଉଭୟ ପରିବାରର ସଦସ୍ୟ ଓ ବନ୍ଧୁବାନ୍ଧବ ଉପସ୍ଥିତ ଥିଲେ। ପଞ୍ଜାବୀ ରୀତିନୀତିରେ ନିର୍ବନ୍ଧ ହୋଇଥିଲା।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories