www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ୟାରିସ ଅଲମ୍ପିକ୍ସ : ଫାଇନାଲରେ ସୁଟର ମନୁ ଭାକର

ପ୍ୟାରିସ : ପ୍ୟାରିସ ଅଲମ୍ପିକ୍ସରେ ଭାରତ ପାଇଁ ଆସିଛି ଖୁସି ଖବର। ଭାରତୀୟ ସୁଟର ସୁଟର ମନୁ ଭାକର ଫାଇନାଲକୁ ଉନ୍ନୀତ ହୋଇ ପଦକ ଜିତିବାର ସୁଯୋଗ ସୃଷ୍ଟି କରିଛନ୍ତି। ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଫାଇନାଲରେ ପହଞ୍ଚିଛନ୍ତି ମନୁ ଭାକର ୫୮୦ ପଏଣ୍ଟ  ପାଇଛନ୍ତି। ଆସନ୍ତାକାଲି ଅପରାହ୍ଣ ୩.୩୦ରେ ଖେଳାଯିବ ଏହାର ଫାଇନାଲ ମ୍ୟାଚ ଖେଳାଯିବ।

ଶନିବାର ଯୋଗ୍ୟତା ପର୍ଯ୍ୟାୟରେ ମ୍ୟାଚରେ ମନୁ ଭାକର ତୃତୀୟ ସ୍ଥାନରେ ରହିଥିଲେ। ସେ ୨୭ଟି ଇନର ୧୦ ଶଟ ମାରିଥିଲେ। ଦୁଇ ଭାରତୀୟଙ୍କ ସହିତ ଏହି ଇଭେଣ୍ଟରେ ମୋଟ ୪୫ ଜଣ ଖେଳାଳି ଅଂଶଗ୍ରହଣ କରିଥିଲେ।

- Advertisement -

୨୨ ବର୍ଷୀୟ ମନୁ ଭାକରର ଦ୍ୱିତୀୟ ସିରିଜରେ ଦମଦାର ପ୍ରଦର୍ଶନ ସହିତ ୯୭ ପଏଣ୍ଟ ହାସଲ କରିଥିଲେ। ୬ ସିରିଜ ଇଭେଣ୍ଟର ହାଫ ଟାଇମ ସୁଦ୍ଧା ମୋଟ ୩୦୦ରୁ ୨୯୨ ପଏଣ୍ଟ ହାସଲ କରି ନିଜକୁ ଟପ୍‌ ୮ରେ ରଖିବାକୁ ସକ୍ଷମ ହୋଇଥିଲେ। ଟପ୍‌ ୮ରେ ରହି ସେ ମେଡାଲ ଦୌଡ଼ରେ ସାମିଲ ହୋଇଥିଲେ। ତେବେ ମନୁ ଭାକର ସିଧା ତୃତୀୟ ସ୍ଥାନରେ ରହି ଫାଇନାଲକୁ ଯୋଗ୍ୟତା ଅର୍ଜନ କରିଥିଲେ।

Hot this week

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

Related Articles

Popular Categories