www.samajalive.in
Friday, December 5, 2025
27.1 C
Bhubaneswar

୨୧ରୁ ସଂସଦର ମୌସୁମି ଅଧିବେଶନ

ନୂଆଦିଲ୍ଲୀ : ଚଳିତମାସ ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ବୁଧବାର ସୂଚନା ଦେଇଛନ୍ତି। ଅଗଷ୍ଟ ୨୧ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିଛନ୍ତି। ତେବେ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ଅଗଷ୍ଟ ୧୩ ଓ ୧୪, ଦୁଇଦିନ କୌଣସି ଅଧିବେଶନ ଅନୁଷ୍ଠିତ ହେବ ନାହିଁ ବୋଲି ରିଜିଜୁ ସ୍ପଷ୍ଟ କରିଛନ୍ତି। ପୂର୍ବରୁ ମୌସୁମି ଅଧିବେଶନ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଥିଲା। ବର୍ତ୍ତମାନ ଏହା ଆଉ ନଅ ଦିନ ବୃଦ୍ଧି କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories