www.samajalive.in
Friday, December 5, 2025
16.1 C
Bhubaneswar

ସଂସଦ ପରିସରରେ ରେଣୁକା ଚୌଧୁରୀ କାହିଁକି ଏମିତି କରିଲେ

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶର ତୃତୀୟ ଦିନ କାର୍ଯ୍ୟ ଆମ୍ଭ ହେବା ସହିତ କଂଗ୍ରେସ ସାଂସଦ ରେଣୁକା ଚୌଧୁରୀ ଖବର ସିରେନାମାରେ ରହିଛନ୍ତି । ରିପୋର୍ଟ ଅନୁସାରେ କୁକୁରମାନଙ୍କ ସମ୍ପର୍କରେ ତାଙ୍କର ସାମ୍ପ୍ରତିକ ବୟାନ ପାଇଁ ତାଙ୍କ ବିରୁଦ୍ଧରେ ଏକ ବିଶେଷାଧିକାର ଭଙ୍ଗ ପ୍ରସ୍ତାବ ଆଗତ ହୋଇପାରେ। ଏହାକୁ ସଂସଦର ମର୍ଯ୍ୟାଦା ଏବଂ ସୁରକ୍ଷା ନିୟମର ଉଲ୍ଲଂଘନ ବୋଲି ବିବେଚନା କରାଯାଉଛି। ତଥାପି, ଆଜି ଯେତେବେଳେ ସାମ୍ବାଦିକମାନେ ତାଙ୍କୁ ଏ ବିଷୟରେ ପ୍ରଶ୍ନ କରିଥିଲେ, ସେ ଭୋ ଭୋ କରି ଉତ୍ତର ଦେଇଥିଲେ। ସଂସଦର ଶୀତକାଳୀନ ଅଧିବେଶନ ଗତ ଦୁଇ ଦିନ ହେବ ଉଭୟ ଗୃହରେ ପ୍ରବଳ ହୋହାଲ୍ଲା କରିଥିଲେ ବିରୋଧୀ । ଫଳରେ ଗୃହକାର୍ଯ୍ୟ ଚାଲି ପାରିନଥିଲା ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories