www.samajalive.in
Sunday, December 7, 2025
23.1 C
Bhubaneswar

ଶୀତ ଅଧିବେଶନର ପ୍ରଥମ ଦିନରେ ଅଚଳାବସ୍ଥା: ଉଭୟ ଗୃହ ବୁଧବାର ଯାଏ ମୁଲତବୀ

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ଚାଲିପାରିଲା ନାହିଁ ଗୃହ। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଉଭୟ ଗୃହକୁ ବୁଧବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି। ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ସୋମବାର ଲୋକସଭା ଓ ରାଜ୍ୟସଭାରେ ପ୍ରବଳ ହଟ୍ଟଗୋଳ ଦେଖାଦେଇଛି। ଉଭୟ ଗୃହରେ ଆମେରିକାରେ ଗୌତମ ଆଦାନୀଙ୍କ ବିରୋଧରେ ଆସିଥିବା ଅଭିଯୋଗ ଏବଂ ଉତ୍ତରପ୍ରଦେଶର ସମ୍ଭଲରେ ଘଟିଥିବା ହିଂସା ପ୍ରସଙ୍ଗରେ ଆଲୋଚନା ପାଇଁ ଦାବି କରାଯାଇଥିଲା। ଏହି ସମୟରେ ବିରୋଧୀ ସାଂସଦମାନେ ପ୍ରବଳ ହଟ୍ଟଗୋଳ କରିଥିଲେ। ଶେଷରେ ଉଭୟ ଗୃହ ବୁଧବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories