www.samajalive.in
Wednesday, December 10, 2025
18.1 C
Bhubaneswar

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ

ଭୁବନେଶ୍ବର : ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଡିସେମ୍ବର ୩୧ରେ ହେବାକୁ ଥିବା ବୈଠକରେ ସମାଧାନର ବାଟ ବାହାରିବ। ନୂଆବର୍ଷରୁ ଆଉ ରହିବନି ଏହି ସମସ୍ୟା। ଆବଶ୍ୟକ ପଡ଼ିଲେ ରେରା ଆଇନରେ ସଂଶୋଧନ କରାଯିବ। ଆବଶ୍ୟକ ପଡ଼ିଲେ ରେରା ଆଇନରେ ସଂଶୋଧନ କରାଯିବ। ବେଆଇନ ଭାବେ ପାର୍ଟ ପ୍ଲଟ ରେଜିଷ୍ଟ୍ରେସନ ହୋଇଛି। ୩୧ଜଣ ଜିଲା ରେଜିଷ୍ଟ୍ରର, ସବ୍‌ରେଜିଷ୍ଟ୍ରରଙ୍କୁ ନେଇ ତାଲିକା ମଧ୍ୟ ବିଭାଗ ପ୍ରସ୍ତୁତ କରାଯାଇଛି।

Hot this week

ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories