www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରକ୍‌କୁ ପଛରୁ ପିଟିଲା ବରଯାତ୍ରୀ ବସ୍:୧୦ ଆହତ

ମୟୁରଭଞ୍ଜ:  ମୟୁରଭଞ୍ଜ କରଞ୍ଜିଆରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଏକ ଟ୍ରକ ଛିଡା ହୋଇଥିବାବେଳେ ଏକ ବରଯାତ୍ରୀ ବସ୍ ପଛରୁ ପିଟି ହୋଇଛି। ଏଥିରେ ଦଶ ଜଣ ଆହତ ହୋଇଥିବାବେଳେ ଦୁଇ ଜଣଙ୍କର ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କୁ କରଞ୍ଜିଆ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ୨୨୦ନଂ ଜାତୀୟ ରାଜପଥ ନିକଟରେ ଏହି ଦୁର୍ଘଟଣା ଘଟିଛି।  ବସରେ ୪୦ରୁ ଅଧିକ ବରଯାତ୍ରୀ ଥିଲେ । ଜାମସେଦପୁରରୁ ଯାଜପୁରକୁ ବିବାହ କାର୍ଯ୍ୟରେ ଯୋଗଦେବାକୁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories