www.samajalive.in
Friday, December 12, 2025
27.1 C
Bhubaneswar

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଇଛି ମଦ୍ୟପ ସ୍ଵାମୀ। ମହିଳାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ଵାମୀକୁ ଅଟକ ରଖି ପଚରାଉଚରା କରୁଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

Related Articles

Popular Categories