www.samajalive.in
Sunday, December 7, 2025
26.1 C
Bhubaneswar

ପାଟକୁରା ନିର୍ବାଚନ : ୧ଟା ସୁଦ୍ଧା ୪୨% ମତଦାନ

ପାଟକୁରା : ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଚାଲିଛି। ନିର୍ବାଚନୀ ମୈଦାନକୁ ଓହ୍ଲାଇଥିବା ମୋଟ ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ୨ ଲକ୍ଷ ୪୪ ହଜାର ୭୪୭ ମତଦାତା ନିର୍ଦ୍ଧାରଣ କରୁଛନ୍ତି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ସକାଳ ୯ଟା ସୁଦ୍ଧା ୧୨% ମତଦାନ ହୋଇଥିଲା। ପରେ ଦିନ ୧୧ଟା ସୁଦ୍ଧା ୨୬% ମତଦାନ ହୋଇଥିଲା। ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ମତଦାନ ଚାଲିବ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories