www.samajalive.in
Friday, December 5, 2025
23.1 C
Bhubaneswar

ସମୁଦ୍ରରେ ବୁଡିଲା ମାଛଧରା ବୋଟ୍: ଅଳ୍ପକେ ବର୍ତ୍ତିଲେ ମତ୍ସ୍ୟଜୀବୀ

ପଟ୍ଟାମୁଣ୍ଡାଇ : ସମୁଦ୍ରରେ ବୁଡିଲା ମାଛଧରା ବୋଟ୍ , ଅଳ୍ପକେ ବର୍ତ୍ତିଲେ ମତ୍ସ୍ୟଜୀବୀ। ସାତଭାୟା ନିକଟ ସମୁଦ୍ରରେ ତାରିଣୀ -୨ ବୋଟ୍‌ରେ ପାଣି ପଶିଯିବାରୁ ବୋଟ୍‌ଟି ବୁଡିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ବୋଟଟି ଭଦ୍ରକ ଅଞ୍ଚଳର ବୋଲି ଜଣାପଡିଛି । ସମୁଦ୍ରକୁ ବୋଟ ମାଛ ମାରିବା ପାଇଁ ଆସିଥିବା ବେଳେ ବୋଟରେ ୮ ଜଣ ମତ୍ସ୍ୟଜୀବୀ ଥିଲେ । ଦୁର୍ଘଟଣା ଘଟି ବୋଟଟି ବୁଡିଯିବାରୁ ମତ୍ସ୍ୟଜୀବୀ ମାନେ ପହଁରି କୂଳକୁ ଚାଲିଆସିଥିଲେ । ତେବେ ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ଅଛନ୍ତି । ବୋଟରେ ଥିବା ମାଛ ସହ ସମସ୍ତ ଆସବାବପତ୍ର ସମୁଦ୍ରରେ ବୁଡିଯାଇଛି ।

Hot this week

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

Related Articles

Popular Categories