www.samajalive.in
Tuesday, December 9, 2025
17.1 C
Bhubaneswar

ନାବାଳକ ପୁଅକୁ ଟାଣି ନେଲା କୁମ୍ଭୀର

ପଟ୍ଟାମୁଣ୍ଡାଇ: ପହିଲି ରଜରେ ଘଟିଛି ଏକ ଅଭାବନୀୟ ଘଟଣା। ମା ଆଖି ଆଗରେ ପୁଅକୁ ଟାଣି ନେଲା କୁମ୍ଭୀର। ସୂଚନା ଅନୁସାରେ, ଆଜି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ନିମପୁର ଗାଁ ନିକଟରେ ଘଟିଛି । ମୃତକ  ହେଲେ ଆଶୁତୋଷ ଆଚାର୍ଯ୍ୟ(୧୦) । ଆଶୁତୋଷ ଆଜି ନିଜ ମାଙ୍କ ସହ ଗାଁ ନିକଟରେ ଥିବା ନଦୀକୁ ଶୌଚ ପାଇଁ ଯାଇଥିଲେ। ମା ଗାଧୋଉଥିବା ବେଳେ କିଛି ଦୂରକୁ ଶୌଚ ପାଇଁ ଯାଇଥିବା ପୁଅଟି ହଠାତ୍‌ ଚିତ୍କାର କରିଥିଲା। ପୁଅର ଚିତ୍କାର ଶୁଣି ମା ଦୌଡ଼ିଯିବାରୁ ଆଖି ଆଗରେ ପୁଅକୁ କୁମ୍ଭୀର ଟାଣି ନେଉଥିବା ଦେଖିବାକୁ ପାଇଥିଲେ। ତୁରନ୍ତ ଗାଁ ଲୋକେ ପହଞ୍ଚି ଖୋଜିବା ଆରମ୍ଭ କରିଥିଲେ। କିଛି ସମୟ ପରେ ଆଶୁତୋଷଙ୍କ ମୃତଦେହ ଉଦ୍ଧାର କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories