www.samajalive.in
Sunday, December 7, 2025
26.1 C
Bhubaneswar

ଦ୍ରୁତଗତି ହେଲା କାଳ ପାଚେରୀରେ ପିଟିହେଲା ବାଇକ୍‌-ଦୁଇ ଗୁରୁତର

ପାଟଣା – କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ପୁଟୁଳିଆ ନିକଟରେ ଏକ ବାଇକ୍ ଭାରସାମ୍ୟ ହରାଇ ପାଚେରୀରେ ପିଟି ହୋଇଯାଇଛି । ଏହି ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ହୋଇଛନ୍ତି ।

ସେମାନଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଛି । ଗୁରୁତର ଦୁଇ ଜଣ ଙ୍କ ମଧ୍ୟରେ ଜଣେ ପାଟଣା ସଅଁରାପଶି ଗ୍ରାମର ଜିତେନ୍ଦ୍ର ନାଏକ ହୋଇଥିବା ବେଳେ ଅନ୍ୟ ଜଣେ ଠାକୁରମୁଣ୍ଡା ଥାନା ବାଲିପଶି ଗ୍ରାମର ଲମ୍ବୋଦର ବିଶ୍ୱାଳ । ଉଭୟଙ୍କ ଅବସ୍ଥାସଙ୍କଟା ପନ୍ନ ରହିଛି । ପୁଲିସ ଦୁର୍ଘଟଣାଗ୍ରସ୍ତ ବାଇକ୍‌କୁ ଜବତ କରିଛି ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories