www.samajalive.in
Sunday, December 7, 2025
23.1 C
Bhubaneswar

ପାଟଣା ଓ ସାହାରପଡା ବ୍ଲକର ବାତ୍ୟା ଆଶ୍ରୟସ୍ଥଳୀ ବୁଲି ଦେଖିଲେ ପାଟଣା ବିଧାୟକ

ପାଟଣା : ପାଟଣା ବିଧାୟକ ଜଗନ୍ନାଥ ନାଏକ ଆଜି ଅପରାହ୍ନରେ ପାଟଣା ଓ ସାହାରପଡା ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ଲକ ପ୍ରଶାସନ ପକ୍ଷରୁ କରାଯାଇଥିବା ବାତ୍ୟା ଆଶ୍ରୟସ୍ଥଳୀ ବୁଲି ଦେଖିଛନ୍ତି । ସାହାରପଡା ବ୍ଲକରେ ବିଡ଼ିଓ ଲମ୍ବୋଦର ଖୁଣ୍ଟିଆ ଓ ଅନ୍ୟ ଅଧିକାରୀଙ୍କ ସହ ବାତ୍ୟା ପ୍ରସ୍ତୁତିର ସମୀକ୍ଷା ବୈଠକ କରିବା ପରେ ପାଟଣା ପାଟଣା ବ୍ଲକକୁ ଆସି ବିଡ଼ିଓ ଇଶ୍ଵର ଚନ୍ଦ୍ର ନାଏକ, ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ପୁରୁଷୋତ୍ତମ ସାହୁ ଓ ଅନ୍ୟ ଅଧିକାରୀଙ୍କ ସହ ଏହାର ସମୀକ୍ଷା କରିଛନ୍ତି । ଆଶ୍ରୟ ସ୍ଥଳ ରେ ଆଶ୍ରୟ ନେଇଥିବା ଲୋକ ମାନଙ୍କର ଖାଦ୍ୟ ପେୟ ସହ ଆନୁସାଙ୍ଗିକ ସୁବିଧା ଯୋଗାଇ ଦେବାକୁ ଦୁଇ ବିଡ଼ିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories