ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ବନ୍ୟାଞ୍ଚଳ ଅନ୍ତର୍ଗତ ଟଣ୍ଡୋ ଗ୍ରାମରେ ଶନିବାର ଅପରାହ୍ନରେ ଏକ ଅଜଗର ସାପ ଉଦ୍ଧାର ହୋଇଛି । ସୂଚନା ଅନୁଯାୟୀ ଆଜି ଅପରାହ୍ନରେ ଗାଁ ନିକଟସ୍ଥ ଏକ ପଡିଆରେ ପାଖାପାଖି ୮ଫୁଟର ଏକ ଅଜଗର ସାପ ଦେଖି ଲୋକେ ବନ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ସର୍ପ ଧରାଳି ସାହାଯ୍ୟରେ ସାପଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରି ଅଟେଇ ସଂରକ୍ଷିତ ଜଙ୍ଗଲରେ ଛାଡିଛନ୍ତି।
Popular Categories



