www.samajalive.in
Saturday, December 6, 2025
26.1 C
Bhubaneswar

ଜରାଜୀର୍ଣ୍ଣ ଅବସ୍ଥାରେ ସାହରପଡ଼ା ଅତିଥି ଭବନ

ପାଟଣା: ସାହରପଡ଼ା ବ୍ଲକ ମୁଖ୍ୟାଳୟରେ ଥିବା ଅତିଥି ଭବନଟି ବେଶ୍ ସୁନ୍ଦର ଭାବେ କାରୁକାର୍ଯ୍ୟ ହୋଇଥିବାବେଳେ ବର୍ତ୍ତମାନ ତାହା ଜରାଜୀର୍ଣ୍ଣ ଅବସ୍ଥାରେ ପଡି ରହିଥିବା ଦେଖିବାକୁ ମିଳିଛି। ଯାହା ଅନୁମାନ କରାଯାଉଛି ଦୀର୍ଘ ବର୍ଷ ଧରି ସେହି ଅତିଥି ଭବନକୁ ଯିବା ଆସିବା ବନ୍ଦ ହୋଇଯାଇଛି। ଯାହା ଫଳରେ ତାହା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡି ଅଲୋଡ଼ା ସାଜିଛି। ବ୍ଲକ କାର୍ଯ୍ୟାଳୟ ପରିସରରେ ଏହି ଅତିଥି ଭବନଟି ରହିଥିବାବେଳେ ଲକ୍ଷାଧିକ ଟଙ୍କା ଖର୍ଚ୍ଚରେ ନିର୍ମିତ ହୋଇଛି। ଏହାର ସଠିକ ରୂପେ ରକ୍ଷଣାବେକ୍ଷଣ ହେଉନଥିବାରୁ ଭବନଟି ବର୍ତ୍ତମାନ ଭୂତ କୋଠି ସଦୃଶ ଦେଖାଯାଉଛି। ତେବେ ଏପରି ଅବସ୍ଥାକୁ ଦେଖି ବର୍ତ୍ତମାନ ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ଯେ, ପ୍ରତ୍ୟେକ ଦିନ ସେହି ରାସ୍ତା ଦେଇ ସମସ୍ତ ବ୍ଲକର ପଦାଧିକାରୀ, କର୍ମଚାରୀ ଯିବା ଆସିବା କରୁଥିବାବେଳେ କାହାରି ଦୃଷ୍ଟି ପଡୁନାହିଁ କାହିଁକି?

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories