www.samajalive.in
Sunday, December 7, 2025
26.1 C
Bhubaneswar

କୂଅ ଭିତରେ ଖସିପଡ଼ିଲା ବୋଲେରୋ, ଅଳ୍ପକେ ବର୍ତ୍ତିଲେ ଚାଳକ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅର୍ନ୍ତଗତ ଡୁମୁରିଆ ପଞ୍ଚାୟତ ଘଟବାଲିଯୋଡି ନିକଟରେ ମଙ୍ଗଳବାର ପୂର୍ବାହ୍ନ ୧୦ ଘଟିକା ସମୟରେ ଏକ ବୋଲେରୋ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵରେ ଥିବା କୂଅ ଭିତରକୁ ଖସି ପଡିଛି। ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ। ବୋଲେରୋଟି ଡୁମୁରିଆରୁ ଘାଟ ବାଲିଯୋଡି ଆଡକୁ ଦ୍ରୁତଗତିରେ ଯାଉଥିବା ବେଳେ ଘଟବାଲିଯୋଡି ବୁଲାଣି ରାସ୍ତାରେ ଏହି ଦୁର୍ଘଟଣା ଘଟିଛି।‌ ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଥିବା ବେଳେ ସ୍ଥାନୀୟ ଲୋକେ କୂଅ ଭିତରୁ ଚାଳକକୁ ଉଦ୍ଧାର କରିଛନ୍ତି। ତେବେ ଚାଳକ ଜଣଙ୍କ ଏକ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories