www.samajalive.in
Friday, December 5, 2025
27.1 C
Bhubaneswar

ସ୍ତ୍ରୀକୁ ଆକ୍ରମଣ ଅଭିଯୋଗରେ ସ୍ୱାମୀ ଗିରଫ

ପାଟଣା : ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ସ୍ୱାମୀକୁ ଗିରଫ କରି କୋର୍ଟ ଚାଲାଣ କରିଛି ତୁରୁମୁଙ୍ଗା ପୁଲିସ। ଗିରଫ ସ୍ୱାମୀ ଜଣକ ହେଲେ ଝାରବେଡା ଗ୍ରାମର ହରେକୃଷ୍ଣ ବେହେରା (୪୦) । ସୂଚନା ଅନୁସାରେ ଗତ ବୁଧବାର ସଧ୍ୟାରେ ହରେକୃଷ୍ଣ ନିଜ ସ୍ତ୍ରୀ ଦେବକୀ ବେହେରାଙ୍କୁ ମାରପିଟ କରିବା ସହ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ ଦେବକୀ ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣାର ତଦନ୍ତ କରି ହରେକୃଷ୍ଣଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ତୁରୁମୁଙ୍ଗା ଥାନାରେ ୧୦୭ /୨୪ ରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଏସଆଇ ତାପସ କୁମାର ଦାସ ଘଟଣାର ତଦନ୍ତ କରୁଛନ୍ତି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories