www.samajalive.in
Friday, December 5, 2025
26.1 C
Bhubaneswar

ଘର ଭାଙ୍ଗିଲା ଦନ୍ତା

ପାଟଣା : ଘର ଭାଙ୍ଗିଲା ଦନ୍ତା। ଗତ ୨୦ ତାରିଖ ରାତିରେ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାନ୍ତରାପୁର ପଞ୍ଚାୟତ ଛତିଆ ଗ୍ରାମରେ ଗୋଟିଏ ଗୋଠ ଛଡା ଦନ୍ତା ପଶି ୨ ଟି ଘର ଭାଙ୍ଗିଥିବା ଅଭିଯୋଗ ହୋଇଛି। ଗ୍ରାମର ପ୍ରମିଳା ମୁଣ୍ଡା ଓ ତାଙ୍କ ଭାଇ ସୋରେନ ମୁଣ୍ଡାଙ୍କ ଘର ଏହି ଦନ୍ତା ଭାଙ୍ଗିଥିବା ଜଣାପଡିଛି। ବନବିଭାଗ ଘଟଣାର ତଦନ୍ତ କରି ଉଭୟ ପରିବାରଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

Hot this week

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

Related Articles

Popular Categories