www.samajalive.in
Saturday, December 6, 2025
16.1 C
Bhubaneswar

ପାଟଣାରେ ମହିଳାଙ୍କୁ ଲକ୍ଷପତି ଦିଦି ପ୍ରଶିକ୍ଷଣ

ପାଟଣା : ସରକାରଙ୍କ ଲକ୍ଷପତି ଦିଦି ଯୋଜନାକୁ ସଫଳ କରାଇବା ପାଇଁ ପାଟଣା ବ୍ଲକ ଓଡ଼ିଶାଜୀବିକା ମିଶନ ପକ୍ଷରୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା ମାନଙ୍କୁ ନେଇ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଲକ୍ଷପତି ଦିଦି ସୃଷ୍ଟି କରିବା ପଛରେ ସରକାରଙ୍କ ଉଦ୍ୟମ ଓ ସଦସ୍ୟା ମାନଙ୍କ ଉଦ୍ୟମ କିପରି ରହିବା ଉଚିତ ସେ ସମ୍ପର୍କରେ ସଦସ୍ୟା ମାନଙ୍କୁ ମୁଖ୍ୟ ପ୍ରଶିକ୍ଷକ ଭାବେ ଶ୍ରୀକାନ୍ତ ବେହେରା ଓ କିଶୋର କୁମାର ରାଠୋଡ଼ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ପାଟଣା ବ୍ଲକ ଓଡ଼ିଶା ଜୀବିକା ମିଶନ ବ୍ଲକ ପ୍ରକଳ୍ପ ପରିଚାଳକ ମନୋରଞ୍ଜନ ମହାପାତ୍ର ବ୍ଲକ ଜୀବିକା ମିଶନ ସଂଯୋଜିକା ସସ୍ମିତା ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

https://samajalive.in/rajgangpur-news-6/574656.html

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories