www.samajalive.in
Sunday, December 7, 2025
13.1 C
Bhubaneswar

ବନ ବିଭାଗର ବଡ ଧରଣର ଚଢ଼ାଉ‌ ; ଚୋରା କାଠ ଜବତ

ପାଟଣା : ଆଜି କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ଡିଏଫଓ ଏଚଡି ଧନରାଜଙ୍କ ତତ୍ବାବଧାନରେ ସାନ୍ତରାପୁର ଗ୍ରାମରେ ବନ ବିଭାଗର ବଡ ଧରଣର ଚଢ଼ାଉ‌ କରିଛି । ଘଟଣାସ୍ଥଳରେ ୧୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିଥିବା ବେଳେ ଗ୍ରାମର ଚାରିପଟ ମଧ୍ୟ ସିଲ୍ କରି ଦିଆଯାଇଛି। ସକାଳ ୧୦ଟା ସୁଦ୍ଧା ୭ ଟ୍ରିପ ରୁ ଉର୍ଦ୍ଧ୍ବ କାଠ ଜବତ ହୋଇଥିବା ଜଣାପଡିଛି । ଆଗକୁ ଆହୁରି ମଧ୍ୟ କାଠ ଜବତ ପାଇଁ ଚଢ଼ାଉ ଜାରି ରହିଛି। ଏତେ ପରିମାଣର କାଠ ଦେଖି ବନ ବିଭାଗ ତାଜୁବ ହୋଇଛି। ଘଟଗାଁ ବ୍ଲକ ସାନ୍ତରାପୁର ଗ୍ରାମ କେନ୍ଦୁଝର ଜିଲ୍ଲାର ଚୋରା କାଠ ମାଫିଆଙ୍କ ହବ କୁହାଯାଉଥିବା ବେଳେ ଅନେକ ଥର ବନ ବିଭାଗ ଚଢ଼ାଉ କରି ବିଫଳ ହେଉଥିବା ବେଳେ ଆଜି ବନ ବିଭାଗକୁ ବଡ ସଫଳତା ମିଳିଛି ।

ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ୭ ଟ୍ରିପରୁ ଉର୍ଦ୍ଧ୍ବ ଚୋରା କାଠ ଜବତ ହୋଇଥିବା ବେଳେ ଆଗକୁ ଚଢ଼ାଉ ଜାରି ରହିଛି। ଘଟଣାସ୍ଥଳରେ ଡିଏଫଓ ଏଚଡି ଧନରାଜ୍, ଘଟଗାଁ ଏଡିପିଓ, ଘଟଗାଁ ତହସିଲଦାର ଓ ବିପୁଳ ଫୋର୍ସ ମୁତୟନ ରହି ଚଢ଼ାଉ ଅବ୍ୟାହତ ରଖିଛନ୍ତି।

ସୋମବାରରୁ ରବିବାର : ଚକଟା ଅଟାରେ ମିଶାନ୍ତୁ ବାସ୍‌ ଏହି ଜିନିଷ, କେମିତି ଚମକିବ ଭାଗ୍ୟ..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories