www.samajalive.in
Saturday, December 6, 2025
16.1 C
Bhubaneswar

ପରକିଆ ପ୍ରୀତି! ଯୁବକକୁ ଟାଙ୍ଗିଆରେ ହାଣି ନିର୍ମମ ହତ୍ୟା

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅଞ୍ଚଳ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପାଣୁପଶି ଗ୍ରାମ ନିକଟରେ ଜଣେ ଯୁବକକୁ ଟାଙ୍ଗିଆରେ ହାଣି ନିର୍ମମ ହତ୍ୟା କରାଯାଇଛି। ମୃତକ ହେଲେ ପାଣୁପଶି ଗ୍ରାମର ସୁବ୍ରତ ମହାକୁଡ। ଘଟଣା ସ୍ଥଳରେ ଘଟଗାଁ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପରକିଆ ପ୍ରୀତିକୁ ନେଇ ଏହି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପରିବାର ଲୋକଙ୍କ କହିବା ଅନୁସାରେ ଗତକାଲି ରାତି ୭ଟା ସମୟରେ ସୁବ୍ରତ ଘରୁ ଆସିଥିବା ବେଳେ ଆଜି ସକାଳେ ତାଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଛି। ତେବେ ଗାଁର ପ୍ରଶାନ୍ତ ନାୟକଙ୍କ ଘର ପାଖରେ ମୃତଦେହଟି ପଡ଼ିଥିବା ବେଳେ ପ୍ରଶାନ୍ତ ନାଏକ ଓ ଅଜୟ ନାଏକ ଦୁଇ ଭାଇ ମିଶି ହତ୍ୟା କରିଥିବା ପରିବାର ସନ୍ଦେହ କରୁଛନ୍ତି। ଅନ୍ୟପକ୍ଷରେ ଦୋଷୀକୁ ଫାଶୀ ଦିଆଯାଉ ବୋଲି ପରିବାର ଲୋକେ ଦାବି କରିଛନ୍ତି। ଘଟଣାସ୍ଥଳରେ ଘଟଗାଁ ଥାନାଧିକାରୀ ସୁଭ୍ରାନ୍ତ କୁମାର ଜେନା ପହଞ୍ଚି ସାଇଣ୍ଟିଫିକ ଟିମ୍ ନେଇ ଘଟଣାର ତଦନ୍ତ କରିବା ସହ ମୃତଦେହକୁ ଉଦ୍ଧାର କରିଥିବା ସୂଚନା ମିଳିଛି।

୧୪୪ ବର୍ଷ ପରେ ୧୩ ଜାନୁଆରୀ ପୌଷ ପୂର୍ଣ୍ଣିମାରେ ଦୁର୍ଲ୍ଲଭ ସଂଯୋଗ: ଆଜି ଠାରୁ ଏହି ରାଶି ହେବେ ମାଲାମାଲ୍‌,ମା’ଲକ୍ଷ୍ମୀ କରିବେ ଧନବର୍ଷା, ବଦଳିଯିବ ଭାଗ୍ୟ..

୩୦ ବର୍ଷ ପରେ ମକର ସଂକ୍ରାନ୍ତିରେ ଦୁର୍ଲ୍ଲଭ ସଂଯୋଗ ; ଏହି ରାଶିଙ୍କୁ ଭାଗ୍ୟଶାଳୀ, ମାଲାମାଲ୍‌ କରିବେ ଶନିଦେବ..

- Advertisement -

କୁମ୍ଭ ମେଳାରେ ଚା’ବାବା; ୪୦ ବର୍ଷ ଧରି ମଉନ, ମାଗଣାରେ ଆଇଏଏସ ଆଶାୟୀଙ୍କୁ ଦିଅନ୍ତି ଶିକ୍ଷା

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories