www.samajalive.in
Saturday, December 6, 2025
19.1 C
Bhubaneswar

କାଳବୈଶାଖୀ ତାଣ୍ଡବ

ପାଟଣା: ପାଟଣା ବ୍ଲକ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବହୁ ସ୍ଥାନରେ ଗଛ ଉପୁଡ଼ିବା ସହ ବିଦ୍ୟୁତ ଖୁଣ୍ଟ ଭାଙ୍ଗିଛି। ସରାସକୋଲା ପଞ୍ଚାୟତର ତୁଳସୀପୁର ଗ୍ରାମର ଜଣଙ୍କର ଘର ଉପରେ ଆକାଶିଆ ଗଛ ପଡ଼ିରହିଥିବା ବେଳେ ସେହି ରାସ୍ତାରେ ଉପରେ ପଣସ ଗଛ ପଡ଼ିଛି । ସେହିପରି ମୂଷାଖୋରୀ ପଞ୍ଚାୟତର ବାଉଁଶ ଡିହା ରାସ୍ତା ଉପରେ ନିଦ୍ରାବତୀ ଗଛ ଉପୁଡ଼ି ପଡ଼ିବା ସହ ବିଦ୍ୟୁତ ଖୁଣ୍ଟ ଉପୁଡ଼ି ତାର ଛିଣ୍ଡି ରାସ୍ତା ଉପରେ ପଡ଼ିରହିଛି । ସେହି ରାସ୍ତା ଦେଇ ଯାଉଥିବା ସ୍ଥାନୀୟ ଲୋକମାନେ ଦେଖି ପାଟଣା ଅଗ୍ନିଶମ ବାହିନୀ ଖବର ପାଇ ଘର ଉପରେ ପଡ଼ିଥିବା ଏବଂ ରାସ୍ତା ଉପରେ ପଡ଼ିଥିବା ଗଛ ଗୁଡ଼ିକୁ ମେସିନ ଦ୍ବାରା କାଟି ରାସ୍ତା ସଫା କରିଛନ୍ତି ।

ବଡ ଖବର ; କମିଲା ସୁନା ଦାମ୍‌, ୭ ହଜାର ହେଲା ଶସ୍ତା!

ଆଉ ୩ ଦିନ.. ରାହୁ-କେତୁଙ୍କ ମହାଚଳନ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..

- Advertisement -

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories