www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକ୍‌କୁ ଧକ୍କା ଦେଲା କାର୍‌ ; ୫ ମୃତ

ପାଟନା : ପାଟନାର ପରସା ବଜାର ଥାନା ଅଞ୍ଚଳରେ କାର୍‌-ଟ୍ରକ ଖୁବ୍‌ ଜୋର୍‌ରେ ଧକ୍କା ହୋଇ ୫ ଜଣଙ୍କ ଜୀବନ ଚାଲି ଯାଇଛି। ସମସ୍ତ ମୃତକ ପାଟନା କୁର୍ଜୀ, ଗୋପାଳପୁର ଓ ପଟେଲ ନଗର ଅଞ୍ଚଳର। ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଥିବା କାର୍‌ଟି ସାମ୍ନାରେ ଯାଉଥିବା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଦୁର୍ଘଟଣା ଖୁବ୍‌ ଜୋରରେ ହୋଇଥିବାରୁ କାର୍‌ଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି । ଖବର ପାଇବା ମାତ୍ରେ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। କଟର ଦ୍ୱାରା କାର୍‌ଟିକୁ କଟା ଯାଇ ମୃତଦେହକୁ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ସମସ୍ତ ମୃତକ ବ୍ୟବସାୟୀ ଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

ଏଥର ପିତୃପକ୍ଷରେ ଗଜକେସରୀ ଯୋଗ : ଏହି ରାଶିଙ୍କ ଜୀବନରେ ଘଟିବ କି କି ପରିବର୍ତ୍ତନ, ହଠାତ୍‌ ହେବେ ଧନୀ..

ସେପ୍ଟେମ୍ବର ୭ରେ ଲାଗୁଛି ଚନ୍ଦ୍ରଗ୍ରହଣ ; ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ..

- Advertisement -

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories